ପତ୍ନୀଙ୍କ ଫିଲ୍ମ ରିଲିଜ୍ ନେଇ ଭୁଲ ଟ୍ୱିଟ କଲେ ଅଭିଷେକ ବଚ୍ଚନ

ଫୋକସ ପ୍ଲସ(ବ୍ୟୁରୋ): ସେପ୍ଟେମ୍ବର ୩୦ ଶୁକ୍ରବାର ଦିନ ଅଭିଷେକ ବଚ୍ଚନ ଟ୍ୱିଟରରେ ପତ୍ନୀ ଏଶ୍ୱର୍ଯ୍ୟାଙ୍କୁ ତାଙ୍କର ନୂତନ ଫିଲ୍ମ ରିଲିଜ୍ ପୋନିୟିନ୍ ସେଲଭାନ୍ ପାଇଁ ଶୁଭେଚ୍ଛା ଜଣାଇଛନ୍ତି।…