ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା ଦୁଷ୍କର୍ମକାରୀ ୨ ଶିକ୍ଷକ ଗିରଫ |

  ନବରଙ୍ଗପୁର11/11/2023;ନବରଙ୍ଗପୁର ଜିଲ୍ଲା ରାଇଘର ଅଞ୍ଚଳର ଏକ ସେବାଶ୍ରମ ବିଦ୍ୟାଳୟରେ ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ଆଜି ପୀଡ଼ିତାଙ୍କ ୧୬୧ରେ ବୟାନ ରେକର୍ଡ କରାଯାଇଛି।…