ଅନୁଗୁଳ ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନବକୃଷ୍ଣ ଚୌଧୁରୀଙ୍କର ବ୍ରୋଞ୍ଜ ପ୍ରତିମୂର୍ତ୍ତି ହେଲା ଉନ୍ମୋଚନ

ଅନୁଗୁଳ24/11/2023; ଅନୁଗୁଳ ରେ ଗୁରୁବାର ମହାନ ବିପ୍ଳବୀ, ସର୍ବୋଦୟ ନେତା, ବିଶିଷ୍ଟ ଜନନାୟକ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗୀୟ ନବକୃଷ୍ଣ ଚୌଧୁରୀଙ୍କର ଜିଲ୍ଲାସ୍ତରୀୟ ୧୨୨ତମ ଜନ୍ମ…