ତେଲଙ୍ଗାନା ବିଧାନସଭା ନିର୍ବାଚନ ଫଳାଫଳ ୨୦୨୩: ବିଧାୟକଙ୍କୁ ସୁରକ୍ଷା ଦେବାକୁ ହାଇଦ୍ରାବାଦରେ ପହଞ୍ଚିଲେ ଡି.କେ ଶିବକୁମାର

ନୂଆଦିଲ୍ଲୀ: ତେଲଙ୍ଗାନାରେ ମ୍ୟାଜିକ ନମ୍ବର ଅତିକ୍ରମ କରିବା ପରେ କଂଗ୍ରେସ ନେତା ତଥା କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର ୧୦ଜଣ ମନ୍ତ୍ରୀଙ୍କ ସହ ତେଲେଙ୍ଗାନାର ହାଇଦ୍ରାବାଦରେ ପହଞ୍ଚିଛନ୍ତି।…