ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ : ପ୍ରଦର୍ଶିତ ହେବ ମହାପ୍ରଭୁଙ୍କ ବେଶ, ଲୀଳା

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ମହାପ୍ରଭୁଙ୍କ ବେଶ, ଲୀଳା, ଦୈନନ୍ଦିନ ବ୍ୟବହାର କରୁଥିବା ସାମଗ୍ରୀ, ଶ୍ରୀମନ୍ଦିରରେ ବ୍ୟବହୃତ ହାଣ୍ଡିକୁଡ଼ୁଆ ଏବଂ ରଥ ନିର୍ମାଣ…