ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ରଘୁବର ଦାସ

ଭୁବନେଶ୍ବର: ରାଜ୍ୟର ୨୬ତମ ରାଜ୍ୟପାଳ ଭାବେ ରଘୁବର ଦାସ ଶପଥ ଗ୍ରହଣ କରିଛନ୍ତି। ରାଜଭବନର ନୂଆ ହଲରେ ଆୟୋଜିତ କାର୍ଯ୍ୟକ୍ରମରେ ତାଙ୍କୁ ଶପଥ ପାଠ କରାଇଲେ ଓଡ଼ିଶା…